• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th June 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡ଼ା କ୍ଷେତ୍ରରେ ଉଲେଖନୀୟ ସଫଳତା ପାଇବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ବୁଧବାର। ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୦୯.୫୧ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯.୦୨ ପର୍ଯ୍ୟନ୍ତ ।

Cancer

କର୍କଟ

Wednesday 07 Jun 2023

ପୁନର୍ବସୁ- ସ୍ୱାସ୍ଥ୍ୟ ସମସ୍ୟା କେତେକାଂଶରେ ସୁଧୁରିଯିବ। ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିବେ । ଯେକୌଣସି ସମସ୍ୟା ଆସିଲେ ତାହାକୁ ସାମ୍ନା କରିବେ

ପୁଷ୍ୟା- ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ବନ୍ଧୁଙ୍କ ପରାମର୍ଶରେ ନୂଆ ଯୋଜନା ଆରମ୍ଭ କରିପାରନ୍ତି । ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ ପଶ୍ଚାତ୍ତାପର କାରଣ ହୋଇପାରେ

ଅଶ୍ଳେଷା- ଦୀର୍ଘଦିନରୁ ଋଣ ପରିଶୋଧ ନ କରିପାରିବା କାରଣରୁ କରଜଦାତାଙ୍କ ଚାପ ବୃଦ୍ଧି ପାଇବ । ଆଇନ ଅଦାଲତର ରାୟ ସପକ୍ଷରେ ଯିବାରୁ ସାମୟିକ ଖୁସି ରହିବେ ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :