• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th June 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡ଼ା କ୍ଷେତ୍ରରେ ଉଲେଖନୀୟ ସଫଳତା ପାଇବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ବୁଧବାର। ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୦୯.୫୧ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯.୦୨ ପର୍ଯ୍ୟନ୍ତ ।

Leo

ସିଂହ

Wednesday 07 Jun 2023

ମଘା- ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । କୌଣସି ନୂତନ କାର‌୍ୟ୍ୟରେ ହାତ ଦେବାକୁ ସ୍ଥିର କରିବେ। ଦୋକାନ, ନିର୍ମାଣ, ଯାତ୍ରା, ବିବାଦ, ସଭାସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ।

ପୂ- ଫାଲ୍‌ଗୁନୀ- ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ମହିଳା ମାନେ କର୍ମ ବ୍ୟସ୍ତରେ ରହି ଅଶାନ୍ତି ଭୋଗ କରିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ

ଉ- ଫାଲ୍‌ଗୁନୀ- ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଶିକ୍ଷାରେ ଏକାଗ୍ରତା ବୃଦ୍ଧି କରିବାକୁ ଚେଷ୍ଟା କରିବେ । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ ।

ପ୍ରତିକାର – ଗୁରୁଜନ ମାନଙ୍କଠାରୁ ଆର୍ଶିବାଦ ନେଇ କର୍ମ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :