• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th June 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡ଼ା କ୍ଷେତ୍ରରେ ଉଲେଖନୀୟ ସଫଳତା ପାଇବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ବୁଧବାର। ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୦୯.୫୧ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯.୦୨ ପର୍ଯ୍ୟନ୍ତ ।

Virgo

କନ୍ୟା

Wednesday 07 Jun 2023

ଉ- ଫାଲ୍‌ଗୁନୀ- ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ବ୍ୟବସାୟ ସ୍ଥିର ରହିପାରେ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ ।

ହସ୍ତା- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ପ୍ରେମିକକୁ ବିବାହ ପାଇଁ ପ୍ରସ୍ତାବ ଦେଇ ପାରନ୍ତି । ପ୍ରତିଯୋଗୀ ପରୀକ୍ଷାରେ ଅବଶ୍ୟ ଶୁଭଫଳ ପାଇବ ।

ଚିତ୍ରା- ନିଜ ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ । ସଞ୍ଚତ ଅର୍ଥରୁ କିଛି ଖର୍ଚ୍ଚ କରିପାରନ୍ତି । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।

ପ୍ରତିକାର – ବୃନ୍ଦାବତୀଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :