ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ବୁଧବାର। ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୦୯.୫୧ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯.୦୨ ପର୍ଯ୍ୟନ୍ତ ।
ମୂଳା – ଆପଣଙ୍କୁ ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢିବ ।
ପୂ , ଷାଢା – ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ଆପଣ କିଛି କୌଶଳ ବ୍ୟବହାର କରି, ଆପଣ ଅତି ଚ୍ୟାଲେଞ୍ଜିଂ କାର୍ଯ୍ୟଗୁଡ଼ିକୁ ମଧ୍ୟ ସହଜରେ ସମ୍ପନ୍ନ କରିବାରେ ସକ୍ଷମ ହେବେ
ଉ , ଷାଢା – ଆପଣ ବହୁ ପରିମାଣର ଚଳନଶୀଳ କିମ୍ବା ଅସ୍ଥାବର ସମ୍ପତ୍ତି କ୍ରୟ କରିପାରିବେ । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ
ପ୍ରତିକାର – କିଛି ବନ୍ତ୍ର ମନ୍ଦିରରେ ଦାନ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩