• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th June 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡ଼ା କ୍ଷେତ୍ରରେ ଉଲେଖନୀୟ ସଫଳତା ପାଇବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ବୁଧବାର। ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୦୯.୫୧ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯.୦୨ ପର୍ଯ୍ୟନ୍ତ ।

Capricorn

ମକର

Wednesday 07 Jun 2023

ଉ, ଷାଢା- ମନରେ ଭୟ ଲାଗି ରହିବ । ଭଲ କାମ କରି ବାପାଙ୍କ ପ୍ରିୟ ହୋଇ ପାରିବ । କର୍ମ କ୍ଷେତ୍ରରେ ବାଧା ଆସିପାରେ । ଜୀବନସାଥୀଙ୍କ ମଧ୍ୟରେ ଘନିଷ୍ଠତା ବୃଦ୍ଧି ପାଇବ।

ଶ୍ରବଣା- ବ୍ୟବସାୟରେ ପ୍ରତିହିଂସା ଲାଗି ରହିବ । ଛାତ୍ରଛାତ୍ରୀ ମାନେ ପଢାରେ ଆଗେଇବେ । ରାଜନିତିରେ ଉଚ୍ଚ ପଦବୀ ପାଇବେ

ଧନିଷ୍ଠା- ମହିଳା ମାନେ ସାହାସୀ ହେବେ । କୌଣସି କାର‌୍ୟ୍ୟ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । କୋର୍ଟରେ ଶୁଭ ଖବର ପାଇବେ ।

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :