Daily Horoscope 7th June 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡ଼ା କ୍ଷେତ୍ରରେ ଉଲେଖନୀୟ ସଫଳତା ପାଇବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ବୁଧବାର। ଚନ୍ଦ୍ର – ମକର ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୦୯.୫୧ ଗତେ ୫ମୀ,ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯.୦୨ ପର୍ଯ୍ୟନ୍ତ ।

Aries

ମେଷ

Wednesday 07 Jun 2023

ଅଶ୍ୱନୀ- ପଡୋଶୀ କିମ୍ବା ଭାଇଭଉଣୀଙ୍କ ସହ ସମ୍ପର୍କ ଭଲ ରହିବ ।

ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ପ୍ରାପ୍ତିର ଆଶା ରଖିପାରନ୍ତି। କର୍ମକ୍ଷେତ୍ରରେ ମଧ୍ୟ ସମ୍ମାନ ଲାଭ ଓ ପଦମର‌୍ୟ୍ୟଦା ବୃଦ୍ଧି ପାଇବ

ଦ୍ୱିଜା- ବୈବସାୟିକ ସ୍ଥିତି ଭଲ ରହିବା ସହ ପରିବହନରେ ଲାଭବାନ ହେବେ । ଚିନ୍ତା ଓ ଯୋଜନା ସହ ପ୍ରତ୍ୟେକ କାର‌୍ୟ୍ୟକୁ ସମ୍ମାନର ସହ କରିପାରିବେ । ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭକରି ଖୁସୀ ହେବେ

କୃତିକା- ଯାନବାହାନରେ ସତର୍କତା ଅବଲମ୍ବନ କରିବା ଭଲ । ଚାହୁଁ ନ ଥିବା କିଛି କାମ ପରିସ୍ଥିତିରେ ପଡ଼ି କରିବେ। ଅଫିସ୍ରେ ମିଠାକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ।

ପ୍ରତିକାର – କୈାଣସି ଛୋଟା ଲୋକଙ୍କୁ କିଛି ସାହାର୍ଯ୍ୟ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :