ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୭ ଶୁକ୍ରବାର । ଚନ୍ଦ୍ର- ବୃଷ ପ୍ରାତଃ ୦୭.୫୬ ଗେତ ମିଥୁନ,ତିଥି- ପ୍ରତିପଦ ଦିବା ୦୪.୪୫ ଗତେ ୨ୟା ଘାତଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୭.୫୬ ଗତେ କନ୍ୟା ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୦୪.୪୫ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ
ଅଶ୍ୱନୀ- ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବନ୍ଧୁ ମିତ୍ରଙ୍କ ସହ ମନୋରଞ୍ଜନ , ଭ୍ରମଣ ଫଳରେ ହସ ଖୁସିର ବାତାବରଣ ସୃଷ୍ଟି ହେବ ।
ଦ୍ୱିଜା- ସନ୍ତାନ ମାନେ ଉଚ୍ଚ ଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଥିବା ଲୋକ ଓ ଇର୍ଷା ପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୁରସ୍କୃତ ହେବେ ।
କୃତିକା- ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ତାହା ସମାଧାନ କରିବାକୁ ଚେଷ୍ଟା କରନ୍ତୁ । ସରକାରୀ କ୍ଷେତ୍ରରୁ ଆଶା କରିଥିବା କୌଣସି କାଗଜପତ୍ର ସମ୍ପର୍କିତ ଶୁଭ ସୂଚନା ପାଇ ମନ ଖୁସୀ ହୋଇଯିବ।
ପ୍ରତିକାର- ଅଶ୍ୱସ୍ଥ ବୃକ୍ଷ ମୂଳେ ଗୁଡ ଥୋଇ ପ୍ରଣାମ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯