• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୭ ଶୁକ୍ରବାର । ଚନ୍ଦ୍ର- ବୃଷ ପ୍ରାତଃ ୦୭.୫୬ ଗେତ ମିଥୁନ,ତିଥି- ପ୍ରତିପଦ ଦିବା ୦୪.୪୫ ଗତେ ୨ୟା ଘାତଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୭.୫୬ ଗତେ କନ୍ୟା ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୦୪.୪୫ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ

Taurus

ବୃଷ

Friday 07 Jun 2024

କୃତିକା- ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରିବେ । କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ । ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ

ରୋହିଣୀ- ପରକଥାରେ ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ଚାକିରିରେ ଅସ୍ଥିରତା ମନ ରହିବ । ଉଚ୍ଚ ଶିକ୍ଷା ପାଇଁ କଠିନ ପରିଶ୍ରମ କରିବାକୁ ପଡିପାରେ । ରାଜନୀତିରେ ମାନ ସମ୍ନାନ ବୃଦ୍ଧି ପାଇବ

ମୃଗଶିରା- ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ। ଆନୁଷ୍ଠାନିକ କାମରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହୋଇପାରନ୍ତି। ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :