• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୭ ଶୁକ୍ରବାର । ଚନ୍ଦ୍ର- ବୃଷ ପ୍ରାତଃ ୦୭.୫୬ ଗେତ ମିଥୁନ,ତିଥି- ପ୍ରତିପଦ ଦିବା ୦୪.୪୫ ଗତେ ୨ୟା ଘାତଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୭.୫୬ ଗତେ କନ୍ୟା ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୦୪.୪୫ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ

Aquarius

କୁମ୍ଭ

Friday 07 Jun 2024

ଧନିଷ୍ଠା- ତୈଳବୀଜ ବ୍ୟବସାୟରେ ବେଶ୍ ଲାଭବାନ୍ ହେବେ । କାମକାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ । ପରିବାରରେ ନିଜର ପଦ ଗରିମା ଅନୁସାରେ ପାରିବାରିକ ସ୍ଥିତି ଭଲ ରହିବ ।

ଶତଭିଷା- ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ । କ୍ୟାରିୟର କୁ ନେଇ ସାମାନ୍ୟ ଚିନ୍ତିତ ରହିପାରନ୍ତି । ରାଜନୀତିରେ ଶତ୍ରୁମାନେ ଭୟବିତ ହେବେ ।

ପୂ,ଭାଦ୍ରପଦ- ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ସମାଜଠୁ ଦୂରରେ ରହିଲେ ଆବଶ୍ୟକତା ସମୟରେ କେହିବି ଆପଣଙ୍କ ପାଖକୁ ଆସିବେନି । ଖେଳାଳି ମାନଙ୍କ ପାଇଁ ଦିନଟି ଶୁଭ ରହିବ ।

ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :