• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୭ ଶୁକ୍ରବାର । ଚନ୍ଦ୍ର- ବୃଷ ପ୍ରାତଃ ୦୭.୫୬ ଗେତ ମିଥୁନ,ତିଥି- ପ୍ରତିପଦ ଦିବା ୦୪.୪୫ ଗତେ ୨ୟା ଘାତଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୭.୫୬ ଗତେ କନ୍ୟା ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୦୪.୪୫ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ

Pisces

ମୀନ

Friday 07 Jun 2024

ପୂ,ଭାଦ୍ରପଦ- ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ କ୍ଷ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ।

ଉ,ଭାଦ୍ରପଦ- ପିଲାମାନଙ୍କ ପାଠ ପଢାକୁ ନେଇ ଚିନ୍ତିତ ରହିବେ । ମହିଳା ମାନେ କଠିନ ପରିଶ୍ରମ କରିବେ । ଅଫିସ୍ ରେ ଉପରିସ୍ଥ ଅଧିକାରୀଙ୍କର ସାହାର‌୍ୟ୍ୟ ସହଯୋଗ ପାଇବେ

ରେବତୀ- ଜମିଜମା କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ରାସ୍ତାରେ ଗମନାଗମନ କ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି । ଅର୍ଥାଭାବ ଯୋଗୁ ବିଚଳିତ ହେବେ।

ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :