• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୭ ଶୁକ୍ରବାର । ଚନ୍ଦ୍ର- ବୃଷ ପ୍ରାତଃ ୦୭.୫୬ ଗେତ ମିଥୁନ,ତିଥି- ପ୍ରତିପଦ ଦିବା ୦୪.୪୫ ଗତେ ୨ୟା ଘାତଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୭.୫୬ ଗତେ କନ୍ୟା ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୦୪.୪୫ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ

Cancer

କର୍କଟ

Friday 07 Jun 2024

ପୁନର୍ବସୁ- ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ। ସମ୍ପର୍କୀୟଙ୍କ ସହ ମିତ୍ରତା ବୃଦ୍ଧି ଘଟିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ।

ପୁଷ୍ୟା- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ କ୍ଷ ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ

ଅଶ୍ଲେଷା- ପଢାରେ ବନ୍ଧୁଙ୍କ ସାହାର୍ଯ୍ୟ ପାଇବେ । ଯାତ୍ରା, ବାଣିଜ୍ୟ, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପ୍ରଦାନ କରିପାରନ୍ତି। ପରକଥାରେ ପଡ଼ି ଭୁଲ୍ ମାର୍ଗର ଅନୁସରଣ କରିବେ

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :