• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୭ ଶୁକ୍ରବାର । ଚନ୍ଦ୍ର- ବୃଷ ପ୍ରାତଃ ୦୭.୫୬ ଗେତ ମିଥୁନ,ତିଥି- ପ୍ରତିପଦ ଦିବା ୦୪.୪୫ ଗତେ ୨ୟା ଘାତଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୭.୫୬ ଗତେ କନ୍ୟା ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୦୪.୪୫ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ

Leo

ସିଂହ

Friday 07 Jun 2024

ମଘା- ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । କର୍ମଜୀବି ମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଆର୍ଥିକ ପରିସ୍ଥିତି ଭଲ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ ।

ପୂ,ଫାଲଗୁନି- ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଋଣ ଭରଣାରେ ସହଜ ହେବ ।

ଉ,ଫାଲଗୁନି- ଜମିଜମା ସମ୍ବନ୍ଧୀୟ କଥାବାର୍ତ୍ତା ପ୍ରଭୃତିରେ ଉନ୍ନତମାନର ସୁଫଳ ପାଇବେ । ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। କାର‌୍ୟ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରି ପାରିବେ ନାହିଁ।

ପ୍ରତିକାର- କୁଳ ଦେବତାଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :