• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୭ ଶୁକ୍ରବାର । ଚନ୍ଦ୍ର- ବୃଷ ପ୍ରାତଃ ୦୭.୫୬ ଗେତ ମିଥୁନ,ତିଥି- ପ୍ରତିପଦ ଦିବା ୦୪.୪୫ ଗତେ ୨ୟା ଘାତଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୭.୫୬ ଗତେ କନ୍ୟା ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୦୪.୪୫ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ

Virgo

କନ୍ୟା

Friday 07 Jun 2024

ଉ,ଫଳଗୁନି- ସମ୍ପର୍କୀୟଙ୍କ ସହଯୋଗକ୍ରମେ ଆନୁଷ୍ଠାନିକ କାମ ପ୍ରତି ମନ ବଳାଇବେ । ପାରିବାରିକ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ବୈବାହିକ ଜୀବନରେ ସଂପର୍କ ନିବିଡ ହେବାକୁ ଲାଗିବ ।

ହସ୍ତା- ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି । ଶିକ୍ଷାକ୍ଷେତ୍ରରେ ନୂତନ ଜ୍ଞାନ ଆହରଣ କରିବେ ।

ଚିତ୍ରା- ଜମିଜମା କାରବାରରେ ବିଳମ୍ବ ହେତୁ ସମସ୍ୟା ଦେଖାଦେଇପାରେ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ମହିଳା ମାନେ ନାନା ଚିନ୍ତାରେ ରହିବେ

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :