• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୭ ଶୁକ୍ରବାର । ଚନ୍ଦ୍ର- ବୃଷ ପ୍ରାତଃ ୦୭.୫୬ ଗେତ ମିଥୁନ,ତିଥି- ପ୍ରତିପଦ ଦିବା ୦୪.୪୫ ଗତେ ୨ୟା ଘାତଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୭.୫୬ ଗତେ କନ୍ୟା ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୦୪.୪୫ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ

Scorpio

ବିଛା

Friday 07 Jun 2024

ବିଶାଖା- ବହୁଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ। ସ୍ବାସ୍ଥ୍ୟ ସମସ୍ୟା ପରିବର୍ତ୍ତିତ ନହେବା ହେତୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ଘଟିବ । ପରିବାର ଭିତରେ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ

ଅନୁରାଧା- ସଭାସମିତ, ସଙ୍ଗଠନ, ରାଜନୀତି, ପ୍ରଶାସନ, ଆଲୋଚନା, କ୍ଷେତ୍ରରୁ ପ୍ରଶଂସିତ ହେବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ ଓ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧିପାଇବ। ପ୍ରତ୍ୟେକ କଥାକୁ ସହଜ, ସରଳ ଢଙ୍ଗରେ ଗ୍ରହଣକଲେ କ୍ଷତିରେ ପଡ଼ିପାରନ୍ତି।

ଜ୍ୟେଷ୍ଠା- ଛୋଟ ଘଟଣାକୁ ଗୁରୁତର ମନେକରି ଭାବପ୍ରବଣ ହୋଇପାରନ୍ତି । ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ସାହିତ୍ୟ କ୍ଷେତ୍ରରେ ବେଶ୍ ଆଦୃତ ହେବେ । କୋର୍ଟରେ ତାରିଖ ସ୍ଥିରଧାର୍ଯ୍ୟ ହୋଇପାରେ

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :