• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୭ ଶୁକ୍ରବାର । ଚନ୍ଦ୍ର- ବୃଷ ପ୍ରାତଃ ୦୭.୫୬ ଗେତ ମିଥୁନ,ତିଥି- ପ୍ରତିପଦ ଦିବା ୦୪.୪୫ ଗତେ ୨ୟା ଘାତଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୭.୫୬ ଗତେ କନ୍ୟା ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୦୪.୪୫ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ

Sagittarius

ଧନୁ

Friday 07 Jun 2024

ମୂଳା- କୌଣସି ବିଶେଷ ବ୍ୟକ୍ତିଙ୍କ ସହିତ ଭେଟ ହୋଇପାରେ ତାଙ୍କ ସହିତ ସମ୍ପର୍କ ବଢାଇବେ । ପାରିବାରିକ ବିବାଦ କାରଣରୁ ଆଜି ଆପଣଙ୍କ ବୈବାହିକ ଜୀବନ ପ୍ରଭାବିତ ରହିବ । ବଡ କମ୍ପାନୀ ସହିତ ବ୍ୟବସାୟରେ ଜଡିତ ହୋଇ ପାରନ୍ତି ।

ପୂ,ଷାଢା- ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ ।

ଉ,ଷାଢା- ଅବିବାହିତ ଯୁବକ ଯୁବତୀଙ୍କର ବିବାହ ଧାର୍ଯ୍ୟ ହେବ । କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତ୍ୟେକ ସ୍ତରରେ ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି।

ପ୍ରତିକାର- ନାଲି ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :