• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th June 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୭ ଶୁକ୍ରବାର । ଚନ୍ଦ୍ର- ବୃଷ ପ୍ରାତଃ ୦୭.୫୬ ଗେତ ମିଥୁନ,ତିଥି- ପ୍ରତିପଦ ଦିବା ୦୪.୪୫ ଗତେ ୨ୟା ଘାତଚନ୍ଦ୍ର- ବିଛା ରାଶିର, ପ୍ରାତଃ ୦୭.୫୬ ଗତେ କନ୍ୟା ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୦୪.୪୫ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ

Capricorn

ମକର

Friday 07 Jun 2024

ଉ,ଷାଢା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର‌୍ୟ୍ୟ କରିବେ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର‌୍ୟ୍ୟରେ ସଫଳତା ପାଇବେ

ଶ୍ରବଣା- ବ୍ୟବସାୟ- ବାଣିଜ୍ୟ ପାଇଁ ବିଦେଶକୁ ଯିବେ । ରାଜନୈତିକ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ । ଛାତ୍ରଛାତ୍ରୀ ମାନେ ପଢାକୁ ନେଇ ଚିନ୍ତାରେ ରହି ପାରନ୍ତି ।

ଧନିଷ୍ଠା- ନିର୍ମାଣ, ମରାମତି କାମ ଓ ପ୍ରତିଟି ପଦକ୍ଷେପରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ । ନୂତନ ଗୃହୋପକରଣ କ୍ରୟ କରିପାରନ୍ତି। ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :