• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Mar 2024: ଏହି ରାଶିର ବ୍ୟକ୍ତିମାନେ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି ...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀ ୦୭ ତାରିଖ ଗୁରୁବାର ଚନ୍ଦ୍ର- ମକର ଅହୋରାତ୍ର ତିଥି - ୧୨ଶୀ ରାତ୍ରି ୦୧.୨୦ ଗତେ ୧୩ଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୧.୦୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୦ ପର୍ଯ୍ୟନ୍ତ

Aries

ମେଷ

Thursday 07 Mar 2024

ଅଶ୍ୱନୀ- ଧୀରେ ଧୀରେ ଆପଣଙ୍କର ସମ୍ପର୍କ ପ୍ରେମରେ ପରିପୂର୍ଣ୍ଣ ହେବ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ ।
ଦ୍ୱିଜା- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି ।
କୃତିକା- ପୈତୃକ ସମ୍ପତିର ସମାଧାନ ହୋଇଯିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । ମହିଳା ମାନେ ଉତ୍ସାହିତ ରହିବେ ।
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :