• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Mar 2024: ଏହି ରାଶିର ବ୍ୟକ୍ତିମାନେ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି ...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀ ୦୭ ତାରିଖ ଗୁରୁବାର ଚନ୍ଦ୍ର- ମକର ଅହୋରାତ୍ର ତିଥି - ୧୨ଶୀ ରାତ୍ରି ୦୧.୨୦ ଗତେ ୧୩ଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୧.୦୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୦ ପର୍ଯ୍ୟନ୍ତ

Taurus

ବୃଷ

Thursday 07 Mar 2024

କୃତିକା- କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ ।
ରୋହିଣୀ- ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ  ସ୍ଥାନକୁ ବୁଲିବା ପାଇଁ ଯିବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଚାକିରିରେ ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।
ମୃଗଶିରା- ଗଣ ମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ । ନାକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ ।  ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :