• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Mar 2024: ଏହି ରାଶିର ବ୍ୟକ୍ତିମାନେ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି ...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀ ୦୭ ତାରିଖ ଗୁରୁବାର ଚନ୍ଦ୍ର- ମକର ଅହୋରାତ୍ର ତିଥି - ୧୨ଶୀ ରାତ୍ରି ୦୧.୨୦ ଗତେ ୧୩ଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୧.୦୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୦ ପର୍ଯ୍ୟନ୍ତ

Aquarius

କୁମ୍ଭ

Thursday 07 Mar 2024

ଧନିଷ୍ଠା- ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଭାଇ ବନ୍ଧୁମାନେ ସାହାର୍ଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ ।
ଶତଭିଷା- କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ । ରାଜନୀତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ ।
ପୂ,ଭାଦ୍ରପଦ- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ମହିଳା ମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ ।
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :