• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Mar 2024: ଏହି ରାଶିର ବ୍ୟକ୍ତିମାନେ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି ...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀ ୦୭ ତାରିଖ ଗୁରୁବାର ଚନ୍ଦ୍ର- ମକର ଅହୋରାତ୍ର ତିଥି - ୧୨ଶୀ ରାତ୍ରି ୦୧.୨୦ ଗତେ ୧୩ଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୧.୦୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୦ ପର୍ଯ୍ୟନ୍ତ

Pisces

ମୀନ

Thursday 07 Mar 2024

ପୂ,ଭାଦ୍ରପଦ- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ ।
ଉ,ଭାଦ୍ରପଦ- ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି । ସାଂସ୍କୃତିକ ପରିବେଶରେ ଯୋଗଦାନ ଦେବେ ।
ରେବତୀ- ମାଲିମକଦ୍ଦମାର ଶୁଣାଣୀ ଡେରି ହୋଇପାରେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସମ୍ପର୍କ ସ୍ଥାପନ କରିବେ । ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ ।
ପ୍ରତିକାର – ଶ୍ରୀକୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :