• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Mar 2024: ଏହି ରାଶିର ବ୍ୟକ୍ତିମାନେ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି ...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀ ୦୭ ତାରିଖ ଗୁରୁବାର ଚନ୍ଦ୍ର- ମକର ଅହୋରାତ୍ର ତିଥି - ୧୨ଶୀ ରାତ୍ରି ୦୧.୨୦ ଗତେ ୧୩ଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୧.୦୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୦ ପର୍ଯ୍ୟନ୍ତ

Gemini

ମିଥୁନ

Thursday 07 Mar 2024

ମୃଗଶିରା- ପ୍ରେମ ଏବଂ ଆକର୍ଷଣ ବଢ଼ିବା ସହିତ ଏକାଠି ବୁଲିବାକୁ ଯିବେ । ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ । କୌଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ ।

ଆଦ୍ରା- ପ୍ରଶାସନ ସହ ଜଡିତ ଲୋକମାନଙ୍କ ଉପରେ କମ୍ ଚାପ ରହିବ । ବ୍ୟବସାୟୀମାନେ ବିଶେଷ ଲାଭବାନ୍ ହେବେ । ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।

ପୁନର୍ବସୁ- ଛାତ୍ରଛାତ୍ରୀ ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :