• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Mar 2024: ଏହି ରାଶିର ବ୍ୟକ୍ତିମାନେ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି ...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀ ୦୭ ତାରିଖ ଗୁରୁବାର ଚନ୍ଦ୍ର- ମକର ଅହୋରାତ୍ର ତିଥି - ୧୨ଶୀ ରାତ୍ରି ୦୧.୨୦ ଗତେ ୧୩ଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୧.୦୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୦ ପର୍ଯ୍ୟନ୍ତ

Cancer

କର୍କଟ

Thursday 07 Mar 2024

ପୁନର୍ବସୁ- ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି ।  ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।
ପୁଷ୍ୟା- ଅଫିସରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବୁଦ୍ଧି ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ ।
ଅଶ୍ଲେଷା- କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ମହିଳାମାନେ ଅଧିକ କାର୍ଯ୍ୟ କରି ପ୍ରଂଶସିତ ହେବେ । ନିଜର କାର୍ଯ୍ୟସାଧନ ସକାଶେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ ।
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :