• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Mar 2024: ଏହି ରାଶିର ବ୍ୟକ୍ତିମାନେ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି ...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀ ୦୭ ତାରିଖ ଗୁରୁବାର ଚନ୍ଦ୍ର- ମକର ଅହୋରାତ୍ର ତିଥି - ୧୨ଶୀ ରାତ୍ରି ୦୧.୨୦ ଗତେ ୧୩ଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୧.୦୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୦ ପର୍ଯ୍ୟନ୍ତ

Leo

ସିଂହ

Thursday 07 Mar 2024

ମଘା- ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ବ୍ୟବସାୟରେ ଲାଭଜନକ ହେବ । ପୂର୍ବରୁ କରିଥିବା କର୍ମ ପାଇଁ ପୁରସ୍କୃତ ହୋଇପାରନ୍ତି । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି ।
ପୂ,ଫାଲଗୁନି- ଛାତ୍ରଛାତ୍ରୀ ମାନେ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।
ଉ,ଫାଲଗୁନି- ଜମି ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି ।
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :