• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Mar 2024: ଏହି ରାଶିର ବ୍ୟକ୍ତିମାନେ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି ...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀ ୦୭ ତାରିଖ ଗୁରୁବାର ଚନ୍ଦ୍ର- ମକର ଅହୋରାତ୍ର ତିଥି - ୧୨ଶୀ ରାତ୍ରି ୦୧.୨୦ ଗତେ ୧୩ଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୧.୦୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୦ ପର୍ଯ୍ୟନ୍ତ

Virgo

କନ୍ୟା

Thursday 07 Mar 2024

ଉ,ଫଳଗୁନି- ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ହସ୍ତା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।
ଚିତ୍ରା- ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । ସହକର୍ମୀଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢାଇ ଦେଇପାରେ । ମହିଳା ମାନଙ୍କୁ ଭ୍ରମଣ ସୁଯୋଗ ଜୁଟିବ ।
ପ୍ରତିକାର -  ମିଠା ଖାଇ ଘରୁ ବାହରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :