• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Mar 2024: ଏହି ରାଶିର ବ୍ୟକ୍ତିମାନେ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି ...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀ ୦୭ ତାରିଖ ଗୁରୁବାର ଚନ୍ଦ୍ର- ମକର ଅହୋରାତ୍ର ତିଥି - ୧୨ଶୀ ରାତ୍ରି ୦୧.୨୦ ଗତେ ୧୩ଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୧.୦୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୦ ପର୍ଯ୍ୟନ୍ତ

Libra

ତୁଳା

Thursday 07 Mar 2024

ଚିତ୍ରା- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କୌଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ ।
ସ୍ୱାତୀ- ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ବିଶାଖା- ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । କୌଣସି ଧର୍ମାନୁଷ୍ଠାନରେ ମୁଖିଆ ଭାବରେ ଦାୟିତ୍ୱ ତୁଲାଇ ପାରନ୍ତି । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।
ପ୍ରତିକାର – ପର୍ଶୁରାମକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :