• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Mar 2024: ଏହି ରାଶିର ବ୍ୟକ୍ତିମାନେ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି ...

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀ ୦୭ ତାରିଖ ଗୁରୁବାର ଚନ୍ଦ୍ର- ମକର ଅହୋରାତ୍ର ତିଥି - ୧୨ଶୀ ରାତ୍ରି ୦୧.୨୦ ଗତେ ୧୩ଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୧.୦୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୦ ପର୍ଯ୍ୟନ୍ତ

Capricorn

ମକର

Thursday 07 Mar 2024

ଉ,ଷାଢା-ପରିବାର ତଥା କୁଟୁମ୍ଭରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଆୟୋଜନ କରିପାରିବେ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ଯ୍ୟ କରିବା ଉଚିତ୍‌ ।
ଶ୍ରବଣା- ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ ।
ଧନିଷ୍ଠା- ସାମାଜିକ ସଂସାର କାମରେ ସହଯୋଗ କରିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :