• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th March 2023: ଏହି ରାଶିର ବ୍ୟକ୍ତି ଆଜି ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ପୂର୍ଣ୍ଣିମା ସନ୍ଧ୍ୟା ୦୬.୧୦ ଗତେ ପ୍ରତିପଦ ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର । ଘାତ ବାର- ମକର,ପୁଷ୍କର ଦୋଷ – ୧- ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୨.୨୧ ଗତେ ୨ ପାଦ

Aries

ମେଷ

Tuesday 07 Mar 2023

ଅଶ୍ୱନୀ- ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । ଭାତୃ ସଂପର୍କରେ ଉନ୍ନତି ଘଟିବ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର‌୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ

କୃତିକା- ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି

ଦ୍ୱିଜା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।

ପ୍ରତିକାର - ସୂର‌୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :