ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ପୂର୍ଣ୍ଣିମା ସନ୍ଧ୍ୟା ୦୬.୧୦ ଗତେ ପ୍ରତିପଦ ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର । ଘାତ ବାର- ମକର,ପୁଷ୍କର ଦୋଷ – ୧- ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୨.୨୧ ଗତେ ୨ ପାଦ
ମୃଗଶିରା- ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ
ଆଦ୍ରା- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ , ବର୍ଗଙ୍କ ସହିତ ସଂପର୍କ ମଜବୁତ୍ ରହିବ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ
ପୁନର୍ବସୁ- ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫