• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th March 2023: ଏହି ରାଶିର ବ୍ୟକ୍ତି ଆଜି ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ପୂର୍ଣ୍ଣିମା ସନ୍ଧ୍ୟା ୦୬.୧୦ ଗତେ ପ୍ରତିପଦ ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର । ଘାତ ବାର- ମକର,ପୁଷ୍କର ଦୋଷ – ୧- ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୨.୨୧ ଗତେ ୨ ପାଦ

Virgo

କନ୍ୟା

Tuesday 07 Mar 2023

ଉ- ଫାଲ୍‌ଗୁନୀ- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ

ହସ୍ତା- କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ

ଚିତ୍ରା- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :