• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th March 2023: ଏହି ରାଶିର ବ୍ୟକ୍ତି ଆଜି ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ପୂର୍ଣ୍ଣିମା ସନ୍ଧ୍ୟା ୦୬.୧୦ ଗତେ ପ୍ରତିପଦ ଘାତ ଚନ୍ଦ୍ର – କର୍କଟ , ମକର ଅହୋରାତ୍ର । ଘାତ ବାର- ମକର,ପୁଷ୍କର ଦୋଷ – ୧- ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୨.୨୧ ଗତେ ୨ ପାଦ

Capricorn

ମକର

Tuesday 07 Mar 2023

ଉ, ଷାଢା- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି।

ଶ୍ରବଣା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ରାଜନୈତିକ ସାହାର‌୍ୟ୍ୟର ସହଯୋଗ ମିଳିବ । ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇ ପାରନ୍ତି ।

ଧନିଷ୍ଠା- ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ ଜ୍ଝ ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :