• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ। ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ। କଠିନ ଶ୍ରମଜନିତ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।

Aquarius

କୁମ୍ଭ

Friday 07 Mar 2025

ଧନିଷ୍ଠା- ବୈବାହିକ ଜୀବନକୁ ଅଧିକ ସୁଖମୟ ବଣେଇବାର ଚେଷ୍ଟା ଆଶାରୁ ଅଧିକ ରଙ୍ଗ ଆଣିବ ପାରିବାରିକ କଷ୍ଟ ଦୂର ହୋଇପାରେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ଶତଭିଷା- ଛାତ୍ରଛାତ୍ରୀ ମାନେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ରାଜନୀତିରେ ବିଶ୍ୱାସୀ ଲୋକ ମାନେ ଧୋକା ଦେବେ । ବ୍ୟବସାୟରେ କ୍ଷତି ଯୋଗୁ ମନ ଅଶାନ୍ତିରେ ରହିବ। ପୂ,ଭାଦ୍ରପଦ- ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ମନୋରଞ୍ଜନ କ୍ଷେତ୍ରରେ ବେଶୀ ଗୁରୁତ୍ୱ ଦେଇ ପାରନ୍ତି

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :