• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ। ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ। କଠିନ ଶ୍ରମଜନିତ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।

Pisces

ମୀନ

Friday 07 Mar 2025

ପୂ,ଭାଦ୍ରପଦ- ବ୍ୟବସାୟରେ ସାମାନ୍ୟ କ୍ଷତି ହୋଇପାରେ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ । ଆଚାର ବ୍ୟବହାର , କଥାବାର୍ତାରେ ଆୟତ ନ ରଖିଲେ ଅସୁବିଧାରେ ପଡିପାରନ୍ତି । ଉ,ଭାଦ୍ରପଦ- ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣ ବିଚଳିତ କରିପାରେ ।ରେବତୀ- କୋର୍ଟ ମାମଲାରେ ଲାଭ ହେବ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ ।

ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :