ଅଶ୍ୱନୀ- ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ। ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ। କଠିନ ଶ୍ରମଜନିତ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।
ମୃଗଶିରା-ପୁରୁଣା ସାଙ୍ଗ ମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି। କୌଣସି କାର୍ଯ୍ୟରେ ବ୍ୟସ୍ତ ବହୁଳ ରହିବେ। ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି। ଆଦ୍ରା- ରାଜନୈତିକ ସମ୍ମାନ ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ଭଲ ପ୍ରଦର୍ଶନ କରିବେ। ବ୍ୟବସାୟକୁ ନୂଆ ପ୍ରଣାଳୀରେ ଆରମ୍ଭ କରିବାକୁ ଚେଷ୍ଟା କରିବେ। ଉଦାସିନତା ଓ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ। ପୁନର୍ବସୁ- ଜମି କିଣିବା ଲାଗି ସୁନ୍ଦର ସୁଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ ।କଳା, ସହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ବିବାଦର ଅବସାନ ଘଟିବ ।
ପ୍ରତିକାର- ବିଷ୍ଣୁଙ୍କ ସହସ୍ର ପାଠ ନାମ କରନ୍ତୁ ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫