• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ। ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ। କଠିନ ଶ୍ରମଜନିତ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।

Cancer

କର୍କଟ

Friday 07 Mar 2025

ପୁନର୍ବସୁ- ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ସାସ୍କୃତିକ ପରିବେଶରେ ଯୋଗ ଦାନ କରିପାରନ୍ତି। ପୁଷ୍ୟା- କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ । କେତେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡିପାରେ । ମନୋରଞନ କାର୍ଯ୍ୟରେ ଅଶାନ୍ତି ଉପୁଜିବ । ଅଶ୍ଲେଷା- ନିଜ ପରିସରରେ ସବୁ କିଛିକୁ ହାଲୁକା ଭାବେ ଗ୍ରହଣ କରିଲେ ଅସୁବିଧାରେ ପଡିପାରନ୍ତି । ଆବଶ୍ୟକତା ପୂରଣ କରିବା ସକାଶେ ଟଙ୍କା,ପଇସା ଧାର କରିପାରନ୍ତି । ଘରକୁ ସଜାଡିବାରେ ବହୁତ ସମୟ ନେଇପାରନ୍ତି ।

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :