• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ। ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ। କଠିନ ଶ୍ରମଜନିତ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।

Leo

ସିଂହ

Friday 07 Mar 2025

ମଘା- ରୋଗର ପ୍ରକୋପ ବୃଦ୍ଧି ପାଇବ। ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ। ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି। ଘରକୁ ଅତିଥୀ ଆସିବାର ସମ୍ଭାବନା ରହିଛି। ପୂ,ଫାଲଗୁନି- ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ। ସରକାରୀ ସଂସ୍ଥା କାମରେ ସହଯୋଗ କରିପାରନ୍ତି। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ। ଆର୍ଥିକ କ୍ଷୟକ୍ଷତି ଦେଖା ଦେଇପାରେ । ଉ,ଫାଲଗୁନି- ରାଜନିତି କ୍ଷେତ୍ରରେ କୌଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି। ଶତ୍ରୁମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି ।

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :