• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ। ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ। କଠିନ ଶ୍ରମଜନିତ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।

Virgo

କନ୍ୟା

Friday 07 Mar 2025

ଉ,ଫଳଗୁନି- ଜୀବନସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ। ସନ୍ତାନମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ। ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ। ହସ୍ତା- ବିବାଦୀୟ ପରିସ୍ଥିତିରେ ସଫଳତା ଯୋଗୁ ମନ ଖୁସି ରହିବ। ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ। ରାଜନୀତିରେ ଆଲୋଚନାରେ ନିଜକୁ ସାମିଲ କରିବେ। ଚିତ୍ରା- ଜମିଜମା କାରବାରରେ ଠକାମୀରେ ପଡିବେ। କେହି ଆପଣଙ୍କୁ ସାହାଯ୍ୟର ହାତ ବଢାଇବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :