• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ। ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ। କଠିନ ଶ୍ରମଜନିତ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।

Capricorn

ମକର

Friday 07 Mar 2025

ଉ,ଷାଢା- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ। ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଜୀବନରେ ନୂଆ ସଂକେତ ମିଳିପାରେ। ଶ୍ରବଣା- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି। ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ଚାକିରି କ୍ଷେତ୍ରରେ ଅଧୀନସ୍ଥ କର୍ମଚାରୀ ହଇରାଣରେ ପକାଇ ପାରନ୍ତି । ଧନିଷ୍ଠା- ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ। ମହିଳା ମାନେ ଉଚ୍ଚମନା ରହିବେ । ମନୋରଞନ କାର୍ଯ୍ୟ ରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :