• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th May 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ରବିବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୧୫ ଗତେ ୩ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମେଷ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ରାତ୍ରି ୦୮.୧୫ ଗତେ ୧ ପାଦ ।

Aries

ମେଷ

Sunday 07 May 2023

ଅଶ୍ୱନୀ- ପ୍ରିୟ ଲୋକଙ୍କୁ ନିକଟରେ ପାଇ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ବିଶ୍ୱାସୀ ଲୋକ ମାନେ ଧୋକା ଦେଇପାରନ୍ତି । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ ।

ଦ୍ୱିଜା- ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

କୃତିକା-ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ ।

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :