• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th May 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ରବିବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୧୫ ଗତେ ୩ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମେଷ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ରାତ୍ରି ୦୮.୧୫ ଗତେ ୧ ପାଦ ।

Taurus

ବୃଷ

Sunday 07 May 2023

କୃତିକା - ଆୟ ଖୁବ୍ ଭଲ ହେବ ଓ ବ୍ୟୟ ସାମାନ୍ୟ ବଢିବ । ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । ପାରିବାରିକ ଜୀବନ ହସଉଲ୍ଲାସରେ କଟିବ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।

ରୋହିଣୀ – ରାଜନୈତିକ ସମର୍ଥନ ପାଇବେ । ପଢାପଢିରେ ଶୁଭଫଳ ମିଳିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।

ମୃଗଶିରା – ଅଦାଲତରେ ଜୟଯୁକ୍ତ ହେବେ । ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ମାଆ ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :