• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th May 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ରବିବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୧୫ ଗତେ ୩ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମେଷ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ରାତ୍ରି ୦୮.୧୫ ଗତେ ୧ ପାଦ ।

Pisces

ମୀନ

Sunday 07 May 2023

ପୂ, ଭାଦ୍ରପଦ- ଶାରିରୀକ ଦୁର୍ବଳତା ଦେଖାଦେବ । ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ । କାରବାର ବୃଦ୍ଧି ପାଇଁ ଉପାୟ ଫଳପ୍ରଦ ହେବ। ପ୍ରେମରେ ସଫଳତା ଅନୁଭବ କରିବେ ।

ଉ, ଭାଦ୍ରପଦ- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । ରାଜନୀତିରେ ମନକାମନା ପୂରଣ ହେବ । ଆଇନ ଛାତ୍ର ମାନେ ସମୟର ସଦୁପଯୋଗ କରନ୍ତୁ ।

ରେବତୀ- ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଜମିକୁ ନେଇ ଭାଇ ବିରୋଧୀ ହୋଇପାରନ୍ତି ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :