• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th May 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ରବିବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୧୫ ଗତେ ୩ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମେଷ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ରାତ୍ରି ୦୮.୧୫ ଗତେ ୧ ପାଦ ।

Gemini

ମିଥୁନ

Sunday 07 May 2023

ମୃଗଶିରା- କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । ପାରିବାରିକ ସହଯୋଗ ମିଳିବା ଦ୍ୱାରା ଧନ ଲାଭର ସୁଯୋଗ ଆସିବ । ମନ ଭୁଲାଣିୟା କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ

ଆଦ୍ରା- ପରିବାରର ସଂପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।

ପୁନର୍ବସୁ- ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ ।

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :