• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th May 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ରବିବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୧୫ ଗତେ ୩ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମେଷ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ରାତ୍ରି ୦୮.୧୫ ଗତେ ୧ ପାଦ ।

Cancer

କର୍କଟ

Sunday 07 May 2023

ପୁନର୍ବସୁ – ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଅଫିସରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ ।

ପୁଷ୍ୟା – ରାଜନିତିରେ ନିଜକୁ ଦୃଢ ରଖିବେ । ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । ଡାକ୍ତରୀ ଛାତ୍ରୀ କିଛି ନୂଆ ଶିଖିବେ । କାହାର ପ୍ରବଚନାରେ ପଡନ୍ତୁ ନାହିଁ ।

ଅଶ୍ଳେଷା - କୋର୍ଟର ତାରିଖ ସ୍ଥିର ଧାର୍ଯ୍ୟ ହେବ । ମହିଳା ମାନେ କର୍ମତତ୍ପର ରହିବେ । ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :