• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th May 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ରବିବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୧୫ ଗତେ ୩ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମେଷ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ରାତ୍ରି ୦୮.୧୫ ଗତେ ୧ ପାଦ ।

Leo

ସିଂହ

Sunday 07 May 2023

ମଘା – ମାନସିକ ମଧ୍ୟମ ଧରଣର ଲାଭ ପାଇବେ । ପରିବାରରେ ପୁତ୍ର ସନ୍ତାନର ଲାଭ ମିଳିବ । ବ୍ୟବସାୟରେ ଉନ୍ନତି କରିବେ । ସକାରତ୍ମକ ଭାବନା ଘେନି ଆଗକୁ ବଢିବେ । ବ୍ୟବସାୟୀଙ୍କୁ ଲାଭ ମିଳିବ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ ।

ପୂ , ଫାଲଗୁନୀ - ରାଜନିତିରେ ଦୁର୍ବଳ ରହିବେ । ବିଦ୍ୟାର୍ଥୀ ମାନେ ପଢାରେ ମନନିବେଶ କରିବେ । ବାହନ କିଣିବା ଲାଗି ଆଗ୍ରହ ବଢିବ । ଚାକିରିରେ ପଦୋନ୍ନତି ମିଳିପାରେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ

ଉ ,ଫାଲଗୁନୀ – ପୌତୃକ ସମ୍ପତିକୁ ନେଇ ଭାଗ ଦେଖାଦେବ । ମହିଳା ମାନେ ବନ୍ଧୁ ପରିଜନଙ୍କ ସହିତ ସମୟ ବିତାଇବେ । ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର‌୍ୟ୍ୟରେ ଲାଗି ରହିବ । ସନ୍ତାନର ସଫଳତା ଯୋଗୁଁ ଖୁସିର ପରିବେଶ ରହିବ ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :