• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th May 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ରବିବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୧୫ ଗତେ ୩ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମେଷ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ରାତ୍ରି ୦୮.୧୫ ଗତେ ୧ ପାଦ ।

Libra

ତୁଳା

Sunday 07 May 2023

ଚିତ୍ରା – କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ଶାରୀରିକ ପିଡା ଭୋଗ କରି ପାରନ୍ତି । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । କ୍ୟାରିୟରରେ ସଫଳତା ମିଳିବ

ସ୍ୱାତୀ – ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ପଢାପଢି ଓ ପରୀକ୍ଷାରେ ସଫଳତା ପାଇବେ । ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ ।

ବିଶାଖା – ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ବାକି କାମରେ ବନ୍ଧୁ ସାହାଯ୍ୟ କରିବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :