• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th May 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ରବିବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୧୫ ଗତେ ୩ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମେଷ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ରାତ୍ରି ୦୮.୧୫ ଗତେ ୧ ପାଦ ।

Scorpio

ବିଛା

Sunday 07 May 2023

ବିଶାଖା- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର‌୍ୟ୍ୟରେ ସଫଳତା ପାଇବେ । ସଭାସମିତିରେ ସମ୍ମାନ ପ୍ରାପ୍ତି ଘଟିବ

ଅନୁରାଧା- କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ

ଜ୍ୟୋଷ୍ଠା- କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ସବୁକାମ ଆପଣଙ୍କ ମନ ମୁତାବକ ସଂପୂର୍ଣ୍ଣ କରିବେ ।

ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :