• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th May 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ରବିବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୧୫ ଗତେ ୩ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମେଷ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ରାତ୍ରି ୦୮.୧୫ ଗତେ ୧ ପାଦ ।

Sagittarius

ଧନୁ

Sunday 07 May 2023

ମୂଳା – ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବନ୍ଧୁଙ୍କ ପରାମର୍ଶରେ କିଛି ନୂତନ କାମ ଆରମ୍ଭ କରିବେ । ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ ।

ପୂ , ଷାଢା – ବିଦ୍ୟାର୍ଥୀ ମାନଙ୍କ ପାଇଁ ଶୁଭ ଦାୟକ ରହିବ । ରାଜନିତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।

ଉ , ଷାଢା – ମାଲିମକଦମା ସମସ୍ୟାର ସମାଧାନ କରିବେ । ମହିଳା ମାନଙ୍କୁ ସମ୍ମାନ ଦେବେ । ନୂଆ ଅଧ୍ୟାପନା ଲାଗି ସୁଯୋଗ ଆସିବ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ 

ପ୍ରତିକାର – ଶ୍ରୀ ରାମଙ୍କ ବୀଜ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :