• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th May 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ରବିବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୧୫ ଗତେ ୩ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ମେଷ,ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ରାତ୍ରି ୦୮.୧୫ ଗତେ ୧ ପାଦ ।

Capricorn

ମକର

Sunday 07 May 2023

ଉ, ଷାଢା- ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ । ବ୍ୟବସାୟରେ ମାନେ ମତାନ୍ତର ଦେଖାଦେବ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ

ଶ୍ରବଣା- ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନୀତ କରିବେ କ୍ଷ ମନ ପ୍ରଫୁଲୀତ ରହିବ। ପଢାପଢିରେ ସର୍ମ୍ପୂର୍ଣ୍ଣ ଅବହେଳା ଘଟିବ ଓ ପଛେଇଯିବ

ଧନିଷ୍ଠା- ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହେବେ । ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଜମି , ଦଲାଲଙ୍କୁ ଯଥେଷ୍ଟ ଲାଭ ମିଳିବ ।

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :