Advertisment

Daily Horoscope 7th May 2024: ଆଜି ଏହି ରାଶିର ବ୍ୟକ୍ତି ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

author-image
Pallipuspa Samal
Daily Horoscope 7th May 2024: ଆଜି ଏହି ରାଶିର ବ୍ୟକ୍ତି ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି
ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୭ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୧୪ଶୀ ଦିବା ୧୧.୪୧ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ