• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th May 2024: ଆଜି ଏହି ରାଶିର ବ୍ୟକ୍ତି ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୭ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୧୪ଶୀ ଦିବା ୧୧.୪୧ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Tuesday 07 May 2024

ଉ- ଫାଲ୍‌ଗୁନୀ- ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଦାଂପତ୍ୟ ଜୀବନରେ ମଧୁରତା ବଢିବ ।ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର‌୍ୟ୍ୟ କରିବେ । ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ

ହସ୍ତା- ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ଆୟତରେ ନ ରଖିଲେ କ୍ଷତି ସହିବେ । ଚାକିରିରେ ପ୍ରାଧାନ୍ୟ ବଜାୟ ରହିବ । ଶିକ୍ଷାର୍ଥୀ ମାନେ ଭାବନା ଉପରେ ନିୟନ୍ତ୍ରଣ ରଖିଲେ ଶିକ୍ଷା ଲାଭ କରି ପାରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ ।

ଚିତ୍ରା- ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ । ପରିବାରରେ ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବ । କ୍ୟାରୀୟରରେ ସକାରାତ୍ମକ ପ୍ରଭାବ ପଡିବ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :