ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୭ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୧୪ଶୀ ଦିବା ୧୧.୪୧ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ
ମୂଳା- ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସା୍ୱସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।
ପୂ, ଷାଢା- ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।
ଉ, ଷାଢା- ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩